1
ମାଥିଉଲିଖିତ ସୁସମାଚାର 21:22
ପବିତ୍ର ବାଇବଲ (CL) NT (BSI)
ବିଶ୍ୱାସ କରି ପ୍ରାର୍ଥନାରେ ଯାହା ମାଗିବ, ତାହା ତୁମେ ପାଇବ।”
Compare
Explore ମାଥିଉଲିଖିତ ସୁସମାଚାର 21:22
2
ମାଥିଉଲିଖିତ ସୁସମାଚାର 21:21
ଯୀଶୁ ଉତ୍ତର ଦେଲେ, “ମୁଁ ତୁମକୁ ନିଶ୍ଚିତଭାବେ କହୁଛି, ମନରେ ତିଳେ ହେଲେ ସନ୍ଦେହ ନ ରଖି ତୁମେ ଯଦି ପୂର୍ଣ୍ଣମାତ୍ରାରେ ବିଶ୍ୱାସ କର, ମୁଁ ଏ ଗଛ ପ୍ରତି ଯାହା କରିଛି, ତୁମେ ମଧ୍ୟ ତା’ କରିପାରିବ। କେବଳ ସେତିକି ନୁହେଁ, ଏହି ପାହାଡ଼କୁ ‘ଉଠି ଯାଇ ସମୁଦ୍ରତରେ ପଡ଼ି ଯା’ କହିଲେ, ତାହା ମଧ୍ୟ ହେବ।
Explore ମାଥିଉଲିଖିତ ସୁସମାଚାର 21:21
3
ମାଥିଉଲିଖିତ ସୁସମାଚାର 21:9
ଯୀଶୁଙ୍କ ଆଗରେ ଓ ପଛରେ ଯାଉଥିବା ଲୋକାମନେ ଉଚ୍ଚ ସ୍ୱରରେ କହିଲେ, “ଦାଉଦ ସନ୍ତାନଙ୍କର ପ୍ରଶଂସା କର, ଯେ ପ୍ରଭୁଙ୍କ ନାମରେ ଆସୁଛନ୍ତି, ଈଶ୍ୱର ତାଙ୍କୁ ଆଶୀର୍ବାଦ କରନ୍ତୁ। ଈଶ୍ୱରଙ୍କ ପ୍ରଶଂସା କର।”
Explore ମାଥିଉଲିଖିତ ସୁସମାଚାର 21:9
4
ମାଥିଉଲିଖିତ ସୁସମାଚାର 21:13
ସେମାନଙ୍କୁ ସେ କହିଲେ, “ଧର୍ମଶାସ୍ତ୍ରରେ ଲେଖା ଅଛି, ‘ମୋର ମନ୍ଦିର ପ୍ରାର୍ଥନା ଗୃହ ବୋଲି ଆଖ୍ୟାତ ହେବ, କିନ୍ତୁ ତୁମେ ତାକୁ ଦସ୍ୟୁମାନଙ୍କ ଆଡ଼୍ଡ଼ାସ୍ଥଳୀରେ ପରିଣତ କରିଛ’।”
Explore ମାଥିଉଲିଖିତ ସୁସମାଚାର 21:13
5
ମାଥିଉଲିଖିତ ସୁସମାଚାର 21:5
“ସିୟୋନ ନଗରୀକୁ କୁହ! ଦେଖ, ତୁମ ରାଜା ତୁବମ ନିକଟକୁ ଆସୁଛନ୍ତି; ସେ କେଡ଼େ ନମ୍ର-ଗଧ ଛୁଆ ପିଠିରେ ବସିଛନ୍ତି; ଦେଖ, ସେ ଗଧ ଉପରେ ବସି ଆସୁନ୍ତି।”
Explore ମାଥିଉଲିଖିତ ସୁସମାଚାର 21:5
6
ମାଥିଉଲିଖିତ ସୁସମାଚାର 21:42
ଯୀଶୁ ସେମାନଙ୍କୁ କହିଲେ, “ଏହି ଶାସ୍ତ୍ର କଥା କଅଣ ତୁମ୍ଭେମାନେ ପଢ଼ି ନାହଁ? ‘ଯେଉଁ ପଥରଟିକୁ ଗୃହ ନିର୍ମାଣକାରୀମାନେ ଅଦରକାରୀ ବୋଲି ଛାଡ଼ି ଦେଇଥିଲେ, ତାହା ହିଁ ଶ୍ରେଷ୍ଠ ‘କୋଣ-ପଥର’ ସ୍ୱରୂପେ ବ୍ୟବହୃତ ହେଲା। ପ୍ରଭୁ ନିଜେ ଏହା କହିଛନ୍ତି। ପ୍ରଭୁଙ୍କ କାର୍ଯ୍ୟ ସବୁ କେଡ଼େ ଚମକ୍ରାର’।”
Explore ମାଥିଉଲିଖିତ ସୁସମାଚାର 21:42
7
ମାଥିଉଲିଖିତ ସୁସମାଚାର 21:43
ଯୀଶୁ ପୁଣି କହିଲେ, “ତେଣୁ ତୁମ୍ଭମାନଙ୍କୁ କହୁଛି, ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ଅଧିକାର ତୁମ୍ଭମାନଙ୍କଠାରୁ କାଢ଼ି ନିଆଯିବ ଏବଂ ଯେଉଁ ଗୋଷ୍ଠୀ ଏହି ରାଜ୍ୟର ସୁଫଳ ଦେଖାଇ ପାରିବେ, ସେମାନଙ୍କୁ ତାହା ଦିଆଯିବ।”
Explore ମାଥିଉଲିଖିତ ସୁସମାଚାର 21:43
Home
Bible
Plans
Videos