1
ମାର୍କଲିଖିତ ସୁସମାଚାର 2:17
ପବିତ୍ର ବାଇବଲ (CL) NT (BSI)
ଏହି କଥା ଶୁଣି ଯୀଶୁ ଉତ୍ତର ଦେଲେ, “ସୁସ୍ଥ ଲୋକ ପାଇଁ ଚିକିତ୍ସର ପ୍ରୟୋଜନ ନାହିଁ। - ପ୍ରୟୋଜନ ଅଛି କେବଳ ଅସୁସ୍ଥମାନଙ୍କ ପାଇଁ। ମୁଁ ଧାର୍ମିକମାନଙ୍କ ପାଇଁ ଆସି ନାହିଁ, ଆସିଛି ପାପୀମାନଙ୍କ ପାଇଁ।”
Compare
Explore ମାର୍କଲିଖିତ ସୁସମାଚାର 2:17
2
ମାର୍କଲିଖିତ ସୁସମାଚାର 2:5
ସେହି ଲୋକମାନଙ୍କର ବିଶ୍ୱାସ ଦେଖି ଯୀଶୁ ପକ୍ଷାଘାତ ରୋଗୀକୁ କହିଲେ, “ପୁଅରେ! ତୋର ପାପ ସବୁ କ୍ଷମା ହେଲା।”
Explore ମାର୍କଲିଖିତ ସୁସମାଚାର 2:5
3
ମାର୍କଲିଖିତ ସୁସମାଚାର 2:27
ପରିଶେଷରେ ଯୀଶୁ କହିଲେ, “ମନୁଷ୍ୟ ପାଇଁ ବିଶ୍ରାମବାର ଉଦ୍ଦିଷ୍ଟ, ମନୁଷ୍ୟ ବିଶ୍ରାମବାର ପାଇଁ ନୁହେଁ।
Explore ମାର୍କଲିଖିତ ସୁସମାଚାର 2:27
4
ମାର୍କଲିଖିତ ସୁସମାଚାର 2:4
କିନ୍ତୁ ଲୋକ ଭିଡ଼ ହେତୁ ସେମାନେ ତାକୁ ଯୀଶୁଙ୍କ ପାଖକୁ ଆଣି ପାରିଲେ ନାହିଁ। ତେଣୁ ଯୀଶୁ ଯେଉଁଠାରେ ଥିଲେ, ଠିକ୍ ତା’ ଉପର ଛାତକୁ ଖୋଲିଦେଲେ ଏବଂ ସେହି ବାଟେ ରୋଗୀଟିକୁ ବିଛଣାରେ ଶୁଆଇ ତଳକୁ ଓହ୍ଲାଇ ଦେଲେ।
Explore ମାର୍କଲିଖିତ ସୁସମାଚାର 2:4
5
ମାର୍କଲିଖିତ ସୁସମାଚାର 2:10-11
“ପୃଥିବୀରେ ପାପ କ୍ଷମା କରିବା ପାଇଁ ମନୁଷ୍ୟପୁତ୍ରଙ୍କର ଅଧିକାର ଅଛି, ଏହା ତୁମ୍ଭେମାନେ ବର୍ତ୍ତମାନ ଜାଣି ପାରିବ।” ଏହାପରେ ଯୀଶୁ ସେହି ରୋଗୀକୁ କହିଲେ, “ମୁଁ ତୁମକୁ କହୁଛି, ଉଠ; ତୁମର ବିଛଣା ନେଇ ଘରକୁ ଯାଅ।”
Explore ମାର୍କଲିଖିତ ସୁସମାଚାର 2:10-11
6
ମାର୍କଲିଖିତ ସୁସମାଚାର 2:9
ଏହି ପକ୍ଷାଘାତ ରୋଗୀକି ‘ତୁମର ପାପ କ୍ଷମା ହେଲା’, ବୋଲି କହିବା ସହଜ, ନା ‘ଉଠ, ବିଛଣା ନେଇ ଚାଲିଯାଅ’ ବୋଲି କହିବା ସହଜ?
Explore ମାର୍କଲିଖିତ ସୁସମାଚାର 2:9
7
ମାର୍କଲିଖିତ ସୁସମାଚାର 2:12
ସମସ୍ତେ ଚାହିଁ ରହିଥିବାବେଳେ, ରୋଗୀ ଉଠି ପଡ଼ି ବିଛଣା ଧରି ଚାଲିଗଲା। ଏଥିରେ ସମସ୍ତେ ବିସ୍ମିତ ହୋଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ କହିଲେ, “ଆମେ ଏପରି କଥା କେବେ ଦେଖି ନ ଥିଲୁ।”
Explore ମାର୍କଲିଖିତ ସୁସମାଚାର 2:12
Home
Bible
Plans
Videos