1
ମାର୍କଲିଖିତ ସୁସମାଚାର 3:35
ପବିତ୍ର ବାଇବଲ (CL) NT (BSI)
ଯେ କେହି ଈଶ୍ୱରଙ୍କ ଇଚ୍ଛା ସାଧନ କରେ, ସେ ମୋର ଭାଇ, ଭଉଣୀ ଓ ମା।”
Compare
Explore ମାର୍କଲିଖିତ ସୁସମାଚାର 3:35
2
ମାର୍କଲିଖିତ ସୁସମାଚାର 3:28-29
“ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି ଯେ, ସମସ୍ତ ପାପ ଓ ଈଶ୍ୱରନିନ୍ଦା ପାଇଁ ମନୁଷ୍ୟମାନଙ୍କୁ କ୍ଷମା ଦିଆଯାଇପାରେ। କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ନିନ୍ଦା କରେ, ତା’ର କଦାପି କ୍ଷମା ନାହିଁ। କାରଣ ତା’ର ପାପ ଅନନ୍ତ କାଳ ଯାଏ ରହିଥିବ।”
Explore ମାର୍କଲିଖିତ ସୁସମାଚାର 3:28-29
3
ମାର୍କଲିଖିତ ସୁସମାଚାର 3:24-25
ରାଜ୍ୟର ଲୋକେ ଯଦି ଦଳ ଦଳ ହୋଇ ପରସ୍ପର ବିରୁଦ୍ଧରେ ଯୁଦ୍ଧ କରନ୍ତି, ସେହି ରାଜ୍ୟ ଖଣ୍ଡ ବିଖଣ୍ଡ ହୋଇଯିବ। ଗୋଟିଏ ପରିବାରର ଲୋକେ ଯଦି ବିଭିନ୍ନ ଦଳରେ ବିଭକ୍ତ ହୋଇ ପରସ୍ପରର ବିରୁଦ୍ଧାଚରଣ କରନ୍ତି, ସେହି ପରିବାର ଭାଙ୍ଗିଯିବ।
Explore ମାର୍କଲିଖିତ ସୁସମାଚାର 3:24-25
4
ମାର୍କଲିଖିତ ସୁସମାଚାର 3:11
ପୁଣି ଭୂତଗ୍ରସ୍ତ ଲୋକମାନେ ତାଙ୍କୁ ଦେଖିବା ମାତ୍ରେ ତାଙ୍କ ସମ୍ମୁଖରେ ତଳେ ପଡ଼ିଯାଇ ଚିକ୍ରାର କରି କହୁଥିଲେ, “ଆପଣ ହିଁ ଈଶ୍ୱରଙ୍କ ପୁତ୍ର।”
Explore ମାର୍କଲିଖିତ ସୁସମାଚାର 3:11
Home
Bible
Plans
Videos