1
ପ୍ରେରିତ 3:19
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ, ଏଥିନିମନ୍ତେ ମନ-ପରିବର୍ତ୍ତନ କରି ଫେରି ଆସନ୍ତୁ
Compare
Explore ପ୍ରେରିତ 3:19
2
ପ୍ରେରିତ 3:6
କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ।
Explore ପ୍ରେରିତ 3:6
3
ପ୍ରେରିତ 3:7-8
ପୁଣି, ସେ ତାହାର ଡାହାଣ ହାତ ଧରି ତାହାକୁ ଉଠାଇଲେ; ସେଥିରେ ସେହିକ୍ଷଣି ତାହାର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା, ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ବରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା।
Explore ପ୍ରେରିତ 3:7-8
4
ପ୍ରେରିତ 3:16
ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଅଛନ୍ତି ଓ ଜାଣିଅଛନ୍ତି, ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି।
Explore ପ୍ରେରିତ 3:16
Home
Bible
Plans
Videos