1
ଆଦି ପୁସ୍ତକ 4:7
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
Compare
Explore ଆଦି ପୁସ୍ତକ 4:7
2
ଆଦି ପୁସ୍ତକ 4:26
ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।
Explore ଆଦି ପୁସ୍ତକ 4:26
3
ଆଦି ପୁସ୍ତକ 4:9
ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ?”
Explore ଆଦି ପୁସ୍ତକ 4:9
4
ଆଦି ପୁସ୍ତକ 4:10
ସେ କହିଲେ, “ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।
Explore ଆଦି ପୁସ୍ତକ 4:10
5
ଆଦି ପୁସ୍ତକ 4:15
ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତ ଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
Explore ଆଦି ପୁସ୍ତକ 4:15
Home
Bible
Plans
Videos