“ସେହି କରର ମୁଦ୍ରା ମୋତେ ଦେଖାଅ।” ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ମୁଦ୍ରା ଆଣିଲେ। ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର? ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, “ତେବେ କାଇସର ସମ୍ରାଟଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।”