1
ମାଥିଉ 25:40
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।
Compare
Explore ମାଥିଉ 25:40
2
ମାଥିଉ 25:21
ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।
Explore ମାଥିଉ 25:21
3
ମାଥିଉ 25:29
କାରଣ ଯେକୌଣସି ଲୋକର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ।
Explore ମାଥିଉ 25:29
4
ମାଥିଉ 25:13
ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ସମୟ ଜାଣ ନାହିଁ।”
Explore ମାଥିଉ 25:13
5
ମାଥିଉ 25:35
କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ
Explore ମାଥିଉ 25:35
6
ମାଥିଉ 25:23
Explore ମାଥିଉ 25:23
7
ମାଥିଉ 25:36
ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ।
Explore ମାଥିଉ 25:36
Home
Bible
Plans
Videos