ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ। ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା। ଏହି ମୃତ୍ୟୁ, ଅର୍ଥାତ୍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ।