1
ଜଅନ୍ 13:34-35
ସତିଅର୍ ବାଟ୍, ନୁଆ ନିୟମ୍, 2020
ମୁଇ ତମ୍କେ ଗଟେକ୍ ନୁଆ ଆଦେସ୍ ଦେଲିନି, ତମେ ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ କରା । ମୁଇ ଜେନ୍ତି ତମ୍କେ ଆଲାଦ୍ କଲିଆଚି, ତମେ ମିସା ନିଜର୍ ନିଜର୍ ବିତ୍ରେ ଆଲାଦ୍ କର୍ବାର୍ଆଚେ । ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ ରଇଲେ, ତମେ ମର୍ ସିସ୍ ବଲି ସବୁଲକ୍ ଜାନ୍ବାଇ ।”
Compare
Explore ଜଅନ୍ 13:34-35
2
ଜଅନ୍ 13:14-15
ମୁଇ ତମର୍ ଗୁରୁ ଆରି ମାପ୍ରୁ ଅଇକରି, ତମର୍ ପାଦ୍ ଦଇଦେଲି ଆଚି ବଇଲେ ତମେ ମିସା ତମର୍ ତମର୍ ବିତ୍ରେ ପାଦ୍ ଦଇବାର୍ ଆଚେ । ମୁଇ ଏଟା ତମର୍ ପାଇ ଗଟେକ୍ ଉଦାଅରଣ୍ ପାରା କଲିଆଚି, ତମେ ମିସା ବିନ୍ ଲକ୍ମନ୍କେ ଏନ୍ତି କରା ।
Explore ଜଅନ୍ 13:14-15
3
ଜଅନ୍ 13:7
ଜିସୁ ତାକେ କଇଲା, “ମୁଇ ଏବେ ଜାଇଟା କଲିନି, ସେଟା ତମେ ବୁଜି ନାପାରାସ୍, ମାତର୍ ପଚେ ବୁଜ୍ସା ।”
Explore ଜଅନ୍ 13:7
4
ଜଅନ୍ 13:16
ମୁଇ ତମ୍କେ ସତ୍ କାତା କଇଲିନି, ଗତିଦାଙ୍ଗ୍ଡା ନିଜର୍ ସାଉକାରର୍ ତେଇଅନି ବଡ୍ ନଏଁ । ଆରି କବର୍ ନେଉଁ କବର୍ ପାଟାଇଲା ଲକର୍ତେଇଅନି ବଡ୍ ନଏଁ ।
Explore ଜଅନ୍ 13:16
5
ଜଅନ୍ 13:17
ଜଦି ତମେ ଏ ସବୁ ବିସଇ ଜାନିଆଚାସ୍, ଆରି ସେ ଇସାବେ କର୍ସା ବଇଲେ ବେସି ସାର୍ଦା ଅଇସା ।
Explore ଜଅନ୍ 13:17
6
ଜଅନ୍ 13:4-5
ତେବର୍ପାଇ ସେ କାଇବା ଜାଗାଇଅନି ଉଟିକରି ଅଡି ରଇବା ବସ୍ତର୍ ବେଟି ସଙ୍ଗଇ, ଆଁଟାଇ ଗଟେକ୍ ତୁଆଲ୍ ବାନ୍ଦିଅଇଲା । ତାର୍ ପଚେ ସେ ଗଟେକ୍ ମୁତାଇ ପାନିନେଲା ଆରି ନିଜର୍ ସିସ୍ମନର୍ ପାଦ୍ ଦଇକରି ବାନ୍ଦିଅଇଲା ତୁଆଲ୍ ବେଟି ପୁଚି ଦେବାର୍ ଦାର୍ଲା ।
Explore ଜଅନ୍ 13:4-5
Home
Bible
Plans
Videos