ତେଇ ଜିସୁ କସିରା ସଙ୍ଗ୍ କର୍ଡା ତିଆର୍ କରି ମେଣ୍ଡା ଆରି ଗରୁମନର୍ ସଙ୍ଗ୍ ସବୁ ଲକ୍ମନ୍କେ ମନ୍ଦିରେଅନି ବାର୍କରାଇ ଦେଲା । ଆରି ଲକ୍ମନର୍ତେଇ ଅନି ବାଦ୍ଲାଇ ନେବା ଡାବୁ ସବୁ ବିଚିଦେଇ ସେମନର୍ ଟେବୁଲ୍ ପାସ୍ଲାଇ ଦେଲା । ପରୁଆ ବିକ୍ବା ଲକ୍ମନ୍କେ କଇଲା, “ଏ ସବୁ ଦିନ୍ସୁ ଇତିଅନି ଦାରିଜା । ମର୍ ବାବାର୍ ଗରେ ଗେନା ବିକା ଜାଗା ପାରା କରାନାଇ ।”