1
ଜଅନ୍ 5:24
ସତିଅର୍ ବାଟ୍, ନୁଆ ନିୟମ୍, 2020
“ମୁଇ ତମ୍କେ ସତ୍ କଇଲିନି, ଜେ ମର୍ କାତା ସୁନି ମକେ ପାଟାଇଲା ପର୍ମେସର୍କେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ଆରି ସେ ବିଚାର୍ନା କରାଇ ନ ଅଏ । କାଇକେବଇଲେ ସେ ମରନ୍କେ ଜିତି କରି ଜିବନ୍ ପାଇଆଚେ ।
Compare
Explore ଜଅନ୍ 5:24
2
ଜଅନ୍ 5:6
ତେଇ ଜିସୁ ସେ ରଗି ଡୁଲିରଇବାଟା ଦେକି, ଏ ଲକ୍ ବେସି ବରସର୍ ରଗି ବଲି ଜାନି ତାକେ ପାଚାର୍ଲା “ତମେ କାଇ ନିମାନ୍ ଅଇବାକେ ମନ୍ କଲାସ୍ନି କି ?”
Explore ଜଅନ୍ 5:6
3
ଜଅନ୍ 5:39-40
ତମେ ଜତନ୍ସଙ୍ଗ୍ ସାସ୍ତର୍ମନ୍ ପଡି କଜ୍ଲାସ୍ନି । ତେଇଅନି ନ ସାର୍ବା ଜିବନ୍ ପାଇଅଇସି ବଲି ସେ ସବୁ ପଡ୍ଲାସ୍ନି । ସେ ସବୁ ସାସ୍ତର୍ ମର୍ ବିସଇସେ ସାକି ଦେଲାନି । ଏଲେମିସା ତମେ ନ ସାର୍ବା ଜିବନ୍ ପାଇବାକେ ମର୍ ଲଗେ ଆଇବାକେ ନିଚ୍ଲାସ୍ନି ।
Explore ଜଅନ୍ 5:39-40
4
ଜଅନ୍ 5:8-9
ଜିସୁ ତାକେ କଇଲା, “ଉଟି ଟିଆଅ, ଆରି ତର୍ ଟାଟି ଦାରି ଇଣ୍ଡିଜା ।” ସେ ଦାପ୍ରେ ସେ ଲକ୍ ନିମାନ୍ ଅଇଗାଲା ଆରି ନିଜର୍ ଟାଟି ଦାରିକରି ଇଣ୍ଡ୍ବାର୍ ଦାର୍ଲା । ସେ ଦିନ୍ ବିସ୍ରାମ୍ବାର୍ ରଇଲା ।
Explore ଜଅନ୍ 5:8-9
5
ଜଅନ୍ 5:19
ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ସତ୍ କଇଲିନି, ପର୍ମେସରର୍ ପିଲା ମୁଇ ନିଜେ କାଇଟା ମିସା କରିନାପାରି । ମର୍ ବାବା ଜନ୍ ଜନ୍ଟା ସବୁ କର୍ବାଟା ମୁଇ ଦେକ୍ଲିନି ସେଟାସେ ମୁଇ କରିପାରି । କାଇକେ ବଇଲେ ବାବା ଜନ୍ ଜନ୍ଟା ସବୁ କଲାନି ତାର୍ପିଲା ମୁଇ ମିସା ସେଟା ସବୁ ସେନ୍ତିସେ କଲିନି ।
Explore ଜଅନ୍ 5:19
Home
Bible
Plans
Videos