1
ଜଅନ୍ 6:35
ସତିଅର୍ ବାଟ୍, ନୁଆ ନିୟମ୍, 2020
ତାର୍ ପଚେ ଜିସୁ ସେମନ୍କେ କଇଲା, “ମୁଇ ସେ ଜିବନର୍ କାଦି । ଜନ୍ ଲକ୍ ମର୍ ଲଗେ ଆଇସି, ସେ କେବେ ମିସା ବୁକେ ନ ରଏ । ଆରି କେ ମକେ ବିସ୍ବାସ୍ କର୍ସି ତାକେ କେବେ ମିସା ସସ୍ ନ ଲାଗେ ।
Compare
Explore ଜଅନ୍ 6:35
2
ଜଅନ୍ 6:63
ପର୍ମେସରର୍ ଆତ୍ମାସେ ଜିବନ୍ ଦେଇପାରେ । ମୁନୁସର୍ ବପୁ କାଇଟା କରିନାପାରେ । ପର୍ମେସରର୍ ଜିବନ୍ ଦେବା ଆତ୍ମା ତମେ ଜେନ୍ତାରିକି ଜାନି ପାର୍ସା ? ସେଟାର୍ପାଇ ମୁଇ ଏ କାତା କଇଲିଆଚି ।
Explore ଜଅନ୍ 6:63
3
ଜଅନ୍ 6:27
ଜନ୍ କାଦି ନସିଜାଇସି, ସେ କାଦିର୍ ପାଇ ଏତେକ୍ କସ୍ଟ କରାନାଇ, ମାତର୍ ଜନ୍ଟା ନ ନସେ, ସେଟା ନ ସାର୍ବା ଜିବନ୍ ଦେଇସି, ସେଟାର୍ ପାଇ କସ୍ଟ କରା । ଏ କାଦି ନର୍ପିଲା ମୁଇ ଦେବି । କାଇକେ ବଇଲେ, ସେଟାର୍ପାଇ ବାବା ପର୍ମେସର୍ ମକେ ଅଦିକାର୍ ଦେଲାଆଚେ ।
Explore ଜଅନ୍ 6:27
4
ଜଅନ୍ 6:40
ପର୍ମେସରର୍ ପିଲା ମୁଇ କେ କେ ମକେ ଦେକ୍ବାଇ ଆରି ବିସ୍ବାସ୍ କର୍ବାଇ, ସେମନ୍ ନ ସାର୍ବା ଜିବନ୍ ପାଇବାର୍ ଆଚେ ବଲି ପର୍ମେସର୍ ମନ୍ କଲାନି । ଆରି ମୁଇ ସେମନ୍କେ ସାରାସାରି ଦିନେ ମଲାଟାନେଅନି ଜିବନ୍ ଅଇକରି ଉଟାଇ ଦେବାର୍ ଆଚେ ବଲି ମିସା ପର୍ମେସର୍ ମନ୍ କଲାନି” ବଲି କଇଲା ।
Explore ଜଅନ୍ 6:40
5
ଜଅନ୍ 6:29
ଜିସୁ ସେମନ୍କେ କଇଲା, “ଜାକେ ପର୍ମେସର୍ ପାଟାଇଲା ଆଚେ, ତାକେ ତମେ ବିସ୍ବାସ୍ କଲେ ସେଟା କରିପାରାସ୍ ।”
Explore ଜଅନ୍ 6:29
6
ଜଅନ୍ 6:37
ମର୍ ବାବା ପର୍ମେସର୍ ଜନ୍ ଲକ୍ମନ୍କେ ମକେ ଦେଲା ଆଚେ, ସେ ଲକ୍ମନ୍ ମର୍ ଲଗେ ଆଇବାଇ । ଆରି ମର୍ ଲଗେ ଆଇବା ଲକ୍ମନ୍କେ କେବେ ମିସା ନ ବାଉଡାଇ ।
Explore ଜଅନ୍ 6:37
7
ଜଅନ୍ 6:68
ସିମନ୍ ପିତର୍ ତାକେ କଇଲା, “ମାପ୍ରୁ ତମ୍କେ ଚାଡି ଆମେ କାର୍ଲଗେ ଜିବୁ ? ତମର୍ଟାନେତା ନ ସାର୍ବା ଜିବନର୍ ବାକିଅ ଆଚେ ।
Explore ଜଅନ୍ 6:68
8
ଜଅନ୍ 6:51
ମୁଇସେ ସର୍ଗେଅନି ଆଇଲା ଜିବନ୍ ଦେବା କାଦି । ଏ କାଦି କାଇଲା ଲକ୍ମନ୍ ସବୁ ଦିନର୍ ପାଇ ବଁଚି ରଇବାଇ । ଏ କାଦି ଅଇଲାନି ମର୍ ଗାଗଡ୍ । ଏ ଦୁନିଆର୍ ଲକ୍ମନ୍ କାଲ୍କାଲ୍ ଜୁଗ୍ଜୁଗ୍ ବଁଚି ରଇବାକେ ମର୍ଗାଗଡ୍ ଦେବି ବଲି କଇଲା ।
Explore ଜଅନ୍ 6:51
9
ଜଅନ୍ 6:44
ମକେ ପାଟାଇରଇବା ପର୍ମେସର୍ ମର୍ ଲଗେ ଡାକି ନ ଆନ୍ଲେ, କେ ମିସା ମର୍ ଲଗେ ଆସିନାପାରତ୍ । ଆରି ଜେ ଜେ ଆଇବାଇ, ସେମନ୍କେ ମୁଇ ସାରାସାରି ଦିନେ ମଲାଟାନେଅନି ଜିବନ୍ କରି ଉଟାଇବି ।
Explore ଜଅନ୍ 6:44
10
ଜଅନ୍ 6:33
ପର୍ମେସରର୍ କାଦି ଅଇଲାନି ଗଟେକ୍ ଲକ୍ ଜେ କି ନ ସାର୍ବା ଜିବନ୍ ଦେବାକେ ସର୍ଗେଅନି ଦୁନିଆଇ ଆସିରଇଲା” ବଲି କଇଲା ।
Explore ଜଅନ୍ 6:33
11
ଜଅନ୍ 6:48
ଉଁ, ମୁଇସେ ଜିବନ୍ ଦେବା କାଦି ।
Explore ଜଅନ୍ 6:48
12
ଜଅନ୍ 6:11-12
ଜିସୁ ରୁଟି ଦାରି ପର୍ମେସର୍କେ ଦନିଅବାଦ୍ ଦେଲା ଆରି ତେଇ ବସିରଇବା ଲକ୍ମନ୍କେ ବାଟାକରି ଦେଲା । ସେନ୍ତିସେ ମାଚ୍ ମିସା ବାଟାକରି ଦେଲା । ତେଇ ସେମନ୍କେ ପେଟ୍ ପୁର୍ତେ କାଇବାକେ ମିଲ୍ଲା । ସବୁ ଲକ୍ମନ୍ ପେଟ୍ ପୁର୍ତେ କାଇଲା ପଚେ, ଜିସୁ ତାର୍ ସିସ୍ମନ୍କେ କଇଲା, “ଅଗଲ୍ଲା ମାଚ୍ ଆରି ରୁଟି ଗଟେକ୍ଟାନେ ଟୁଲିଆଉ, ତେବେ କଣ୍ଡେକ୍ ମିସା ନସ୍ଟ ନ ଅଏ ।”
Explore ଜଅନ୍ 6:11-12
13
ଜଅନ୍ 6:19-20
ସେମନ୍ ଚଟୁ ଗାଟି ଗାଟି ପାଁଚ୍ କି ଚଅ କିଲମିଟର୍ ଗାଲା ପଚେ, ଜିସୁ ପାନି ଉପ୍ରେ ଇଣ୍ଡି ଇଣ୍ଡି ଡଙ୍ଗା ଲଗେ ଆଇବାଟା ଦେକିକରି ସେମନ୍ ବେସି ଡରିଗାଲାଇ । ମାତର୍ ଜିସୁ ସେମନ୍କେ କଇଲା, “ଡରାନାଇ, ଏଟା ମୁଇସେ ।”
Explore ଜଅନ୍ 6:19-20
Home
Bible
Plans
Videos