ତମେ ଜେନ୍ତାରିକି ନ ଅଦର୍ତେ, ପର୍ମେସର୍ ତମ୍କେ ଦେକାରକା କର୍ସି । ସେ ଅଇଲାନି ମଇମା ପାଇବା ପର୍ମେସର୍ । କାଇ ଦସ୍ ନ ଦାରି ସାର୍ଦାସଙ୍ଗ୍ ତମ୍କେ ତାର୍ ମୁଆଟେ ଟିଆକରାଇବାକେ ତାର୍ ବପୁଆଚେ । ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଲାଗି ସେ ଗଟେକ୍ ସେ ପର୍ମେସର୍, ଜେ କି ଆମ୍କେ ରକିଆ କଲାଆଚେ । ସବୁ ଡାକ୍ପୁଟା, ମଇମା, ବପୁ ଆରି ସାସନ୍ କାଇଟା ନ ଅଇତେ ତାର୍ଟାସେ ରଇଲା, ଏବେ ତାର୍ଟାସେ ଆଚେ ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ତାର୍ଟାସେ ରଇସି । ଆମେନ୍ !