“ବାଦ୍ଲେ, ବେଲ୍ଟାନେ, ଜନ୍ଟାନେ ତାରାମନର୍ଟାନେ କେବେ ନ ଡିସ୍ବା ଚିନ୍ମନ୍ ଡିସ୍ସି । ଦୁନିଆର୍ ସବୁ ଦେସର୍ ଲକ୍, ବେସି ଦୁକ୍ କସ୍ଟ ପାଇବାଇ । ଜେଡେବେଲା ସମ୍ଦୁରର୍ ବଡ୍ ଲଅଡି ଗରଜ୍ଲେ ଲକ୍ମନ୍ କାଇଟା କର୍ବାର୍ ଆଚେ କାଇଟା ନାଇ ବଲି ବାୟାବିକଲ୍ ଅଇଜିବାଇ । ଆରି ଲକ୍ମନ୍ ଦୁନିଆଇ ଆଇବା ସବୁ ଗଟ୍ନା ଦେକିକରି ‘କାଇକେ ଏନ୍ତି ଅଇଲାନି ?’ ବଲି ଡରିକରି କେତେ ଲକ୍ ମୁର୍ଚା ଅଇଜିବାଇ । କାଇକେ ବଇଲେ ଆକାସେ ରଇଲା ସବୁ ବିସଇ ପର୍ମେସର ଚୁଲ୍ବୁଲାଇ ଦେଇସି । ସେବେଲାଇ ଲକ୍ମନ୍ ପର୍ମେସର୍ ତେଇଅନି ଆସିରଇବା ନର୍ପିଲା ମୁଇ, ବେସି ବପୁସଙ୍ଗ୍ ଆରି ଡାକ୍ପୁଟାଅଇକରି ବାଦ୍ଲେ ଆଇବାଟା ଦେକ୍ବାଇ ।