ଜେନ୍ତାରି ଜିସାୟ ବବିସତ୍ବକ୍ତା ସୁନାଇରଇବା ସାସ୍ତରେ ଲେକା ଅଇଲାଆଚେ,
“ମରୁବାଲିବୁଏଁ ଆଉଲିଅଇ କଇବା ଗଟେକ୍ ଲକ୍ ସବଦ୍ କରି କଇଲାନି,
ମାପ୍ରୁ ଆଇବାଟା ତିଆର୍କରା,
ତାର୍ ଆଇବା ବାଟ୍ ସଲ୍କାଆ ।
ବଡ୍ ବଡ୍ ଡଙ୍ଗର୍ ପର୍ବତ୍ ସବୁ ସଦ୍ରମ୍ ଅଇକରି
ଗାଡ୍ କଣ୍ଡି କଣ୍ଡି ରଇବା ଆଁଟାଲ୍ ବୁଟାଲ୍ ସାର୍ଦି ଅଇସି,
ବାଁକ୍ ଟେକ୍ ବାଟ୍ ସଲକ୍ ଅଇସି,
ଆରି କାଲ୍ ଡେପ୍ ଜମି ସଦ୍ରମ୍ ଅଇଜାଇସି ।
ମଚ୍ପୁରର୍ ସବୁଲକ୍ ପର୍ମେସରର୍ ଉଦାର୍କାରିଆକେ ଦେକ୍ବାଇ ।”