ତାର୍ପଚେ ସଇତାନ୍ ଜିସୁକେ ଗଟେକ୍ ଉଁଚ୍ ଜାଗାଇ ଡାକି ଦାରିଜାଇ କରି ଆଁକିମିଟ୍କା ମାର୍ବା ଏତ୍କି ପର୍କେ ଜଗତର୍ ସବୁ ରାଇଜ୍ ଦେକାଇଲା । ଆରି ଜିସୁକେ କଇଲା, “ମୁଇ ତକେ ଏ ସବୁ ଦନ୍ ସଁପତିର୍ ଅଦିକାର୍ ଆରି ମଇମା ଦେବି । କାଇକେବଇଲେ ସେଟା ସବୁ ମକେ ସର୍ପିଦେଲାଆଚେ, ଆରି ମୁଇ ଜାକେ ମନ୍ କର୍ବି, ତାକେ ଦେବି । ତେବର୍ପାଇ, ଜେବେ ତୁଇ ମକେ ଜୁଆର୍ କର୍ସୁ, ତେବେ ସେ ସବୁଜାକ ତର୍ ଅଇସି ।”
ଜିସୁ ତାକେ କଇଲା, “ପର୍ମେସରର୍ ସାସ୍ତରେ ଲେକାଅଇଆଚେ, ତୁଇ ତର୍ ପର୍ମେସର୍କେସେ ଜୁଆର୍ କର୍ସୁ, ଆରି ତାକେସେ ସେବା କର୍ସୁ ।”