1
ପ୍ରେରିତ 10:34-35
ପବିତ୍ର ବାଇବଲ
ପିତର କହିବା ଆରମ୍ଭ କଲେ, “ମୁଁ ବର୍ତ୍ତମାନ ପ୍ରକୃତରେ ବୁଝିପାରୁଛି, ପରମେଶ୍ୱରଙ୍କ ଦୃଷ୍ଟିରେ ପ୍ରତ୍ୟେକ ଲୋକ ସମାନ। ତାହାଙ୍କ ପାଖରେ କୌଣସି ଭେଦଭାବ ନାହିଁ। କିନ୍ତୁ ପରମେଶ୍ୱର ତାହାଙ୍କୁ ଉପାସନା କରୁଥିବା ଓ ଉତ୍ତମ କର୍ମ କରୁଥିବା ଲୋକଙ୍କୁ ଗ୍ରହଣ କରନ୍ତି।
Compare
Explore ପ୍ରେରିତ 10:34-35
2
ପ୍ରେରିତ 10:43
ଯେ କେହି ଯୀଶୁଙ୍କଠାରେ ବିଶ୍ୱାସ କରିବ, ସେ ପାପ କ୍ଷମା ପାଇବ। ପରମେଶ୍ୱର ଯୀଶୁଙ୍କ ନାମରେ ସେହି ବ୍ୟକ୍ତିର ସମସ୍ତ ପାପ କ୍ଷମା କରିଦେବେ। ସମସ୍ତ ଭାବବାଦୀଙ୍କ ଦ୍ୱାରା କଥିତ ଏହି ବାକ୍ୟ ନିରାଟ ସତ୍ୟ ଅଟେ।”
Explore ପ୍ରେରିତ 10:43
Home
Bible
Plans
Videos