1
ପ୍ରେରିତ 12:5
ପବିତ୍ର ବାଇବଲ
ତେଣୁ ପିତର କାରାଗାରରେ ବନ୍ଦୀ ହୋଇ ରହିଲେ। ତାହାଙ୍କ ପାଇଁ ମଣ୍ଡଳୀର ସମସ୍ତେ ପରମେଶ୍ୱରଙ୍କ ନିକଟରେ ନୀରବଚ୍ଛିନ୍ନ ଭାବରେ ପ୍ରାର୍ଥନା କଲେ।
Compare
Explore ପ୍ରେରିତ 12:5
2
ପ୍ରେରିତ 12:7
ହଠାତ୍ ପ୍ରଭୁଙ୍କର ଜଣେ ଦୂତ ଆସି ସେଠାରେ ଉଭା ହେଲେ। କୋଠରିଟି ଉଜ୍ଜ୍ୱଳ ଆଲୋକରେ ଆଲୋକିତ ହୋଇଗଲା। ସେ ପିତରଙ୍କୁ ହଲେଇ ଦେଇ କହିଲେ, “ଶୀଘ୍ର ଉଠ।” ସେହି ସମୟରେ ତାହାଙ୍କ ହାତରୁ ସବୁ ଶିକୁଳି ଖସିପଡ଼ିଲା।
Explore ପ୍ରେରିତ 12:7
Home
Bible
Plans
Videos