ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କ ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ। ଆହୁରି ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍
“ପରମେଶ୍ୱରଙ୍କ ପ୍ରତି ଭୟକାରୀ, ବିଶ୍ୱାସୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର। ପୁଣି ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ର ପତି, ଶତପତି, ପଞ୍ଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କର।