1
ଯାତ୍ରା ପୁସ୍ତକ 20:2-3
ପବିତ୍ର ବାଇବଲ
“ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ୱର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହାର କରି ଆଣିଲି, ଯେଉଁଠାରେ ତୁମ୍ଭେମାନେ ଦାସ ଥିଲ। “ତୁମ୍ଭେମାନେ ମୋ’ ବ୍ୟତୀତ ଆଉ କୌଣସି ଦେବତାଗଣଙ୍କୁ ଉପାସନା କରିବ ନାହିଁ।
Compare
Explore ଯାତ୍ରା ପୁସ୍ତକ 20:2-3
2
ଯାତ୍ରା ପୁସ୍ତକ 20:4-5
“ତୁମ୍ଭେମାନେ କୌଣସି ପ୍ରତିମା ପୂଜା କରିବ ନାହିଁ, କି ସ୍ୱର୍ଗରେ କିମ୍ବା ପୃଥିବୀରେ କିମ୍ବା ପୃଥିବୀ ନୀଚ୍ଚସ୍ଥ ଜଳରେ କୌଣସି ମୂର୍ତ୍ତି ନିର୍ମାଣ କରିବା ଉଚିତ୍ ନୁହଁ। କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସେବା କରିବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ମୋର ଲୋକମାନେ ଅନ୍ୟ ଦେବତାଗଣର ସେବା କରିବେ ଏହା ମୁଁ ଘୃଣା କରେ। ଯେଉଁମାନେ ମୋତେ ଘୃଣା କରନ୍ତି ସେମାନେ ମୋର ଶତ୍ରୁରେ ଗଣାଯା’ନ୍ତି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଶାସ୍ତି ବିଧାନ କରିବି।
Explore ଯାତ୍ରା ପୁସ୍ତକ 20:4-5
3
ଯାତ୍ରା ପୁସ୍ତକ 20:12
“ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ଯଦ୍ଦ୍ୱାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
Explore ଯାତ୍ରା ପୁସ୍ତକ 20:12
4
ଯାତ୍ରା ପୁସ୍ତକ 20:8
“ବିଶ୍ରାମ ଦିନଟିକୁ ପବିତ୍ର ଦିବସ ରୂପେ ପାଳନ କରିବାକୁ ସ୍ମରଣ କର।
Explore ଯାତ୍ରା ପୁସ୍ତକ 20:8
5
ଯାତ୍ରା ପୁସ୍ତକ 20:7
“ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ, କାରଣ ଯେକେହି ତାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି।
Explore ଯାତ୍ରା ପୁସ୍ତକ 20:7
6
ଯାତ୍ରା ପୁସ୍ତକ 20:9-10
ଛଅ ଦିନରେ ଆପଣାର ସମସ୍ତ କର୍ମ କରିବ। ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ। ତହିଁରେ ତୁମ୍ଭେ କି ତୁମ୍ଭର ପୁତ୍ର କି ତୁମ୍ଭର କନ୍ୟା, ତୁମ୍ଭର ଦାସ କିମ୍ବା ଦାସୀ, ତୁମ୍ଭର ପଶୁ କି ତୁମ୍ଭର ନଗରର ଦ୍ୱାରବର୍ତ୍ତୀ ବିଦେଶୀ କେହି କୌଣସି କାର୍ଯ୍ୟ କରିବ ନାହିଁ।
Explore ଯାତ୍ରା ପୁସ୍ତକ 20:9-10
7
ଯାତ୍ରା ପୁସ୍ତକ 20:17
“ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା କି ଦାସ, ଦାସୀ କି ତା'ର ଗୋରୁ କି ଗଧ କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।”
Explore ଯାତ୍ରା ପୁସ୍ତକ 20:17
8
ଯାତ୍ରା ପୁସ୍ତକ 20:16
“ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।
Explore ଯାତ୍ରା ପୁସ୍ତକ 20:16
9
ଯାତ୍ରା ପୁସ୍ତକ 20:14
“ତୁମ୍ଭେ ବ୍ୟଭିଗ୍ଭର କରିବ ନାହିଁ।
Explore ଯାତ୍ରା ପୁସ୍ତକ 20:14
10
ଯାତ୍ରା ପୁସ୍ତକ 20:13
“ତୁମ୍ଭେ ନରହତ୍ୟା କରିବ ନାହିଁ।
Explore ଯାତ୍ରା ପୁସ୍ତକ 20:13
11
ଯାତ୍ରା ପୁସ୍ତକ 20:15
“ତୁମ୍ଭେ ଗ୍ଭେରି କରିବ ନାହିଁ।
Explore ଯାତ୍ରା ପୁସ୍ତକ 20:15
Home
Bible
Plans
Videos