1
ଆଦି ପୁସ୍ତକ 33:4
ପବିତ୍ର ବାଇବଲ
ଯେତେବେଳେ ଏଷୌ ଯାକୁବଙ୍କୁ ଦେଖିଲେ ସେ ତାଙ୍କୁ ଭେଟିବା ପାଇଁ ଦୌଡ଼ିଗଲେ। ଏହା ପରେ ସେ ତାଙ୍କର ଗଳାଧରି ଆଲିଙ୍ଗନ ଓ ଚୁମ୍ବନ କଲେ, ପୁଣି ଦୁହେଁ କାନ୍ଦିବାକୁ ଲାଗିଲେ।
Compare
Explore ଆଦି ପୁସ୍ତକ 33:4
2
ଆଦି ପୁସ୍ତକ 33:20
ପୁଣି ଯାକୁବ ସେଠାରେ ପରମେଶ୍ୱରଙ୍କର ଉପାସନା ପାଇଁ ଏକ ଯଜ୍ଞବେଦି ସ୍ଥାପନ କଲେ। ଯାକୁବ ସେହି ସ୍ଥାନର ନାମ ଦେଲେ, “ଏଲ ଇସ୍ରାଏଲର ପରମେଶ୍ୱର।”
Explore ଆଦି ପୁସ୍ତକ 33:20
Home
Bible
Plans
Videos