1
ମାଥିଉ 18:20
ପବିତ୍ର ବାଇବଲ
ଏ କଥା ସତ୍ୟ। କାରଣ ଯେଉଁଠାରେ, ମୋ’ ନାମରେ ବିଶ୍ୱାସ କରୁଥିବା ଦୁଇତିନି ଜଣ ଲୋକ ଏକାଠି ହୁଅନ୍ତି, ମୁଁ ସେଠାରେ ସେମାନଙ୍କ ସହିତ ଅଛି।”
Compare
Explore ମାଥିଉ 18:20
2
ମାଥିଉ 18:19
ମୁଁ ତୁମ୍ଭକୁ ପୁଣି କହୁଛି ଯେ, ଏ ଜଗତରେ ଯଦି ତୁମ୍ଭ ଭିତରୁ କେହି ଦୁଇଜଣ ଏକମତ ହୋଇ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କୁ କିଛି ମାଗିବେ, ତେବେ ସେ ତାହା ତୁମ୍ଭ ପାଇଁ ପୂରଣ କରିଦେବେ।
Explore ମାଥିଉ 18:19
3
ମାଥିଉ 18:2-3
ଯୀଶୁ ଗୋଟିଏ ଛୋଟ ପିଲାକୁ ପାଖକୁ ଡାକିଲେ। ସେ ପିଲାକୁ ଶିଷ୍ୟମାନଙ୍କ ଆଗରେ ଠିଆ କରାଇଲେ। ତା'ପରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେ ନିଜକୁ ପରିବର୍ତ୍ତନ କର। ହୃଦୟ ଭିତରେ ଗୋଟିଏ ଛୋଟ ପିଲାଭଳି ହୋଇଯାଅ। ଏ କଥା ନ କଲେ ତୁମ୍ଭେ ସ୍ୱର୍ଗରାଜ୍ୟରେ କଦାପି ପ୍ରବେଶ କରି ପାରିବ ନାହିଁ।
Explore ମାଥିଉ 18:2-3
4
ମାଥିଉ 18:4
ଯେଉଁ ଲୋକ ନିଜକୁ ଗୋଟିଏ ଛୋଟ ପିଲା ଭଳି ନମ୍ର କରିଥାଏ, ସେହି ଲୋକ ସ୍ୱର୍ଗରାଜ୍ୟରେ ସବୁଠାରୁ ଶ୍ରେଷ୍ଠ।
Explore ମାଥିଉ 18:4
5
ମାଥିଉ 18:5
“ଯେଉଁ ଲୋକ ମୋ’ ନାମରେ ଏହିଭଳି ଗୋଟିଏ ଛୋଟ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ।
Explore ମାଥିଉ 18:5
6
ମାଥିଉ 18:18
“ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ତୁମ୍ଭେ ଏ ସଂସାରରେ ଯାହାସବୁ ବନ୍ଦ କରିବ ତାହା ପରମେଶ୍ୱରଙ୍କ ଦ୍ୱାରା ବନ୍ଦ ହେବ। ତୁମ୍ଭେ ଏ ସଂସାରରେ ଯେତେବେଳେ କ୍ଷମା ଦେବା ପାଇଁ ପ୍ରତିଶ୍ରୁତି ଦେବ, ସେହି କ୍ଷମା ମଧ୍ୟ ପରମେଶ୍ୱରଙ୍କ କ୍ଷମା ହେବ।
Explore ମାଥିଉ 18:18
7
ମାଥିଉ 18:35
“ମୋର ସ୍ୱର୍ଗୀୟ ପରମପିତା ତୁମ୍ଭକୁ ଯେଭଳି ବ୍ୟବହାର ଦେଖାଇବେ, ଏହି ରାଜା ଗ୍ଭକରକୁ ଠିକ୍ ସେହିଭଳି ବ୍ୟବହାର ଦେଖାଇଲେ। ଅତଏବ ତୁମ୍ଭେମାନେ ନିଜ ଭାଇ ବା ଭଉଣୀକୁ ହୃଦୟରୁ କ୍ଷମା ଦେବ। ନଚେତ ମୋର ସ୍ୱର୍ଗୀୟ ପିତା ତୁମ୍ଭମାନଙ୍କୁ କ୍ଷମା ଦେବେ ନାହିଁ।”
Explore ମାଥିଉ 18:35
8
ମାଥିଉ 18:6
“କିନ୍ତୁ ମୋ'ଠାରେ ବିଶ୍ୱାସ ରଖିଥିବା ଏହି ନମ୍ର ଛୋଟ ପିଲାମାନଙ୍କ ମଧ୍ୟରୁ କାହାରିକୁ ପାପ ପଥରେ ଯଦି କେହି ଟାଣିନିଏ, ତାହାହେଲେ ସେହି ଲୋକର ବେକରେ ଗୋଟିଏ ଚକି ପଥର ବାନ୍ଧି ଗଭୀର ସମୁଦ୍ରରେ ତାକୁ ବୁଡ଼େଇ ଦିଆଯିବ।
Explore ମାଥିଉ 18:6
9
ମାଥିଉ 18:12
“ଯଦି କୌଣସି ଲୋକର ଶହେଟି ମେଣ୍ଢା ଥା’ନ୍ତି, କିନ୍ତୁ ସେଥିରୁ ଗୋଟିଏ ହିଜିଯାଏ, ତେବେ ସେହି ଲୋକଟି ତା'ର ବାକି ଅନେଶ୍ୱତ ମେଣ୍ଢାଙ୍କୁ ପାହାଡ଼ ଉପରେ ଛାଡ଼ିଦେଇ ହଜିଯାଇଥିବା ମେଣ୍ଢାକୁ ଖୋଜିବାକୁ ଯିବ ନାହିଁ କି? ତୁମ୍ଭେ କ’ଣ ଭାବ?
Explore ମାଥିଉ 18:12
Home
Bible
Plans
Videos