1
ମାଥିଉ 19:26
ପବିତ୍ର ବାଇବଲ
ଯୀଶୁ ସେମାନଙ୍କୁ ଗ୍ଭହିଁ କହିଲେ, “ଏହା ଲୋକମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ୱରଙ୍କ ପାଇଁ ସବୁକିଛି ସମ୍ଭବ।”
Compare
Explore ମାଥିଉ 19:26
2
ମାଥିଉ 19:6
ତେଣୁ ସ୍ୱାମୀ ସ୍ତ୍ରୀ ଦୁଇଜଣ ହୋଇ ରହନ୍ତି ନାହିଁ ମାତ୍ର ସେମାନେ ଏକ ହୋଇ ଯାଆନ୍ତି। ପରମେଶ୍ୱର ସେମାନଙ୍କୁ ଏକାଠି ଯୋଡ଼ିଛନ୍ତି। ତେଣୁ କୌଣସି ଲୋକ ସେମାନଙ୍କୁ ଅଲଗା ନ କରୁ।”
Explore ମାଥିଉ 19:6
3
ମାଥିଉ 19:4-5
ଯୀଶୁ କହିଲେ, “ତୁମ୍ଭେ ନିଶ୍ଚୟ ଶାସ୍ତ୍ରରେ ପଢ଼ିଛ ଯେ, ‘ସୃଷ୍ଟିକର୍ତ୍ତା ମୂଳରୁ ଲୋକମାନଙ୍କୁ ସ୍ତ୍ରୀ ଓ ପୁରୁଷ ରୂପରେ ସୃଷ୍ଟି କରିଥିଲେ?’ ପରମେଶ୍ୱର କହିଲେ, ‘ଏହି କାରଣରୁ ପୁରୁଷ ନିଜ ପିତାମାତାଙ୍କୁ ଛାଡ଼ି ତା ସ୍ତ୍ରୀ ସହିତ ମିଳିତ ହେବ, ଏବଂ ସେ ଦୁଇଜଣ ଏକ ହୋଇଯିବେ।’
Explore ମାଥିଉ 19:4-5
4
ମାଥିଉ 19:14
ଯୀଶୁ କହିଲେ, “ପିଲାମାନଙ୍କୁ ମୋ’ ପାଖକୁ ଆସିବାକୁ ଦିଅ। ସେମାନଙ୍କୁ ଅଟକାଅ ନାହିଁ, କାରଣ ଯେଉଁମାନେ ଠିକ୍ ଏହି ପିଲାମାନଙ୍କ ଭଳି ଅଟନ୍ତି ସ୍ୱର୍ଗରାଜ୍ୟ ସେହିମାନଙ୍କର।”
Explore ମାଥିଉ 19:14
5
ମାଥିଉ 19:30
କିନ୍ତୁ ଯେଉଁମାନେ ଏବେ ପ୍ରଥମ ସ୍ଥାନରେ ଅଛନ୍ତି, ଭବିଷ୍ୟତରେ ସେମାନଙ୍କ ଭିତରୁ ବହୁତ ଲୋକ ଶେଷ ସ୍ଥାନରେ ରହିଯିବେ। ଏବଂ ଏବେ ଶେଷ ସ୍ଥାନରେ ପଡ଼ି ରହିଥିବା ବହୁତ ଲୋକ ଭବିଷ୍ୟତରେ ପ୍ରଥମସ୍ଥାନ ଲାଭ କରିବେ।
Explore ମାଥିଉ 19:30
6
ମାଥିଉ 19:29
ମୋ’ ପାଇଁ ଯେଉଁ ଲୋକ ଘରଦ୍ୱାର କିମ୍ବା ଭାଇ, ଭଉଣୀ କିମ୍ବା ପିତା, ମାତାଙ୍କୁ କିମ୍ବା ପିଲାମାନଙ୍କୁ କିମ୍ବା ଜମିବାଡ଼ି ଛାଡ଼ି ଦେଇଛି, ସେ ଶହେ ଗୁଣ ଅଧିକା ପାଇବ ଏବଂ ଅନନ୍ତ ଜୀବନ ପାଇବ।
Explore ମାଥିଉ 19:29
7
ମାଥିଉ 19:21
ଯୀଶୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଗ୍ଭହୁଁଛ, ତେବେ ଯାଅ ଏବଂ ତୁମ୍ଭ ପାଖରେ ଥିବା ସବୁକିଛି ବିକି ସେ ଧନ ଗରିବମାନଙ୍କୁ ବାଣ୍ଟିଦିଅ। ତା'ହେଲେ ସ୍ୱର୍ଗରେ ତୁମ୍ଭକୁ ଅପାର ଧନ ମିଳି ପାରିବ। ତା'ପରେ ଆସ ଓ ମୋର ଅନୁସରଣ କର।”
Explore ମାଥିଉ 19:21
8
ମାଥିଉ 19:17
ଯୀଶୁ ସେ ଲୋକକୁ ପଗ୍ଭରିଲେ, “ଭଲ କାମ ବିଷୟରେ ମୋତେ କାହିଁକି ପଗ୍ଭରୁଛ? ଭଲ ତ କେବଳ ମାତ୍ର ଜଣେ। ସେ ହେଉଛନ୍ତି ପରମେଶ୍ୱର। ତଥାପି ଯଦି ତୁମ୍ଭେ ଅନନ୍ତ-ଜୀବନ ପାଇବା ପାଇଁ ଗ୍ଭହୁଁଛ, ତେବେ ଆଦେଶଗୁଡ଼ିକ ପାଳନ କର।”
Explore ମାଥିଉ 19:17
9
ମାଥିଉ 19:24
ହଁ, ମୁଁ ତୁମ୍ଭକୁ କହୁଛି ଯେ, ଜଣେ ଧନୀ ଲୋକ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାଠାରୁ ଗୋଟିଏ ଓଟ ଛୁଞ୍ଚିକଣା ଭିତରେ ଗଳିଯିବା ବରଂ ସହଜ।’’
Explore ମାଥିଉ 19:24
10
ମାଥିଉ 19:9
ମୁଁ ତୁମ୍ଭମାନଙ୍କୁ କହି ରଖୁଛି ଯେ, ଯଦି କୌଣସି ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ଅନ୍ୟଜଣେ ସ୍ତ୍ରୀଲୋକକୁ ବିବାହ କରେ, ତେବେ ସେ ବ୍ୟଭିଗ୍ଭର ପାପରେ ଦୋଷୀ ସାବ୍ୟସ୍ତ ହୁଏ। ଯଦି ପ୍ରଥମ ସ୍ତ୍ରୀର ଅନ୍ୟ କୌଣସି ଲୋକ ସହିତ ଯୌନ-ସମ୍ପର୍କ ରହିଥାଏ, ସେହି ଗୋଟିଏ କାରଣରୁ ଜଣେ ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ପୁଣି ଥରେ ବିବାହ କରି ପାରିବ।”
Explore ମାଥିଉ 19:9
11
ମାଥିଉ 19:23
ତା'ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଜଣେ ଧନୀଲୋକ ନିମନ୍ତେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା ଅତ୍ୟନ୍ତ କଷ୍ଟକର ବିଷୟ।
Explore ମାଥିଉ 19:23
Home
Bible
Plans
Videos