1
ମାଥିଉ 9:37-38
ପବିତ୍ର ବାଇବଲ
ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଫସଲ (ଲୋକ) ବହୁତ। କିନ୍ତୁ ମୂଲିଆ (ସେବକ) କମ୍ ଅଛନ୍ତି। ଫସଲ ଅମଳ (ଉଦ୍ଧାର) କରିବା ପାଇଁ ଅଧିକ ମୂଲିଆ ପଠାଇବାକୁ ଫସଲର ମାଲିକ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର।”
Compare
Explore ମାଥିଉ 9:37-38
2
ମାଥିଉ 9:13
ମୁଁ ତୁମ୍ଭକୁ ଗୋଟିଏ କଥା କହିବି। ତୁମ୍ଭେ ଯାଇ ବୁଝ ଯେ ଏହି ଶାସ୍ତ୍ର ବାକ୍ୟର ଅର୍ଥ କ’ଣ: ‘ମୁଁ ପଶୁବଧ ଗ୍ଭହେଁ ନାହିଁ, ମୁଁ ଲୋକମାନଙ୍କ ଭିତରେ ଦୟାଭାବ ଗ୍ଭହେଁ।’ ମୁଁ ଧାର୍ମିକ ଲୋକଙ୍କୁ ଡାକିବାକୁ ଆସି ନାହିଁ। ମୁଁ ପାପୀ ଲୋକଙ୍କୁ ଡାକିବାକୁ ଆସିଛି।”
Explore ମାଥିଉ 9:13
3
ମାଥିଉ 9:36
ଲୋକମାନଙ୍କୁ ଦେଖି ଯୀଶୁଙ୍କ ମନରେ କରୁଣା ଜାତ ହେଲା। ମେଷପାଳକ ନ ଥିଲେ ମେଷପଲର ଅବସ୍ଥା ଯାହା ହୁଏ, ଲୋକମାନଙ୍କର ଅବସ୍ଥା ସେହିଭଳି ନିରାଶା ଓ ଅସହାୟତାରେ ପୂର୍ଣ୍ଣଥିଲା।
Explore ମାଥିଉ 9:36
4
ମାଥିଉ 9:12
ଫାରୂଶୀମାନଙ୍କ କଥା ଶୁଣି ଯୀଶୁ କହିଲେ, “ଜଣେ ସୁସ୍ଥଲୋକ ପାଇଁ ଡାକ୍ତର ଆବଶ୍ୟକ ନାହିଁ, କିନ୍ତୁ ଜଣେ ରୋଗୀ ପାଇଁ ଡାକ୍ତର ଦରକାର।
Explore ମାଥିଉ 9:12
5
ମାଥିଉ 9:35
ଯୀଶୁ ନଗର-ନଗର ଓ ଗାଁ ଗାଁ ଯାତ୍ରା କରିବାକୁ ଲାଗିଲେ। ସେ ବାଟରେ ଯିହୂଦୀ ପ୍ରାର୍ଥନା ଗୃହମାନଙ୍କରେ ଉପଦେଶ ଦେଲେ, ଓ ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ପ୍ରଗ୍ଭର କଲେ। ସେ ଲୋକଙ୍କର ସବୁ ପ୍ରକାର ରୋଗ ଓ ଅସୁସ୍ଥତାକୁ ସୁସ୍ଥ କରିଦେଲେ।
Explore ମାଥିଉ 9:35
Home
Bible
Plans
Videos