ଯେଉଁମାନେ ମୋତେ ବିଶ୍ୱାସ କରିବେ, ସେମାନେ ତା'ର ପ୍ରମାଣ ସ୍ୱରୂପ ଏହିସବୁ କାମ କରିବାକୁ ସକ୍ଷମ ହେବେ: ସେମାନେ ଲୋକମାନଙ୍କଠାରୁ ମୋ’ ନାମରେ ଭୂତମାନଙ୍କୁ ବାହାର କରି ଦେଇ ପାରିବେ। କେବେ ହେଲେ ଶିଖି ନ ଥିବା ନୂଆ ନୂଆ ଅନେକ ଭଷାରେ କଥାବାର୍ତ୍ତା କରିବେ। ସେମାନେ ନିଜ ହାତରେ ସାପକୁ ଧରିବେ କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ସେମାନେ ବିଷ ମଧ୍ୟ ପିଇ ଦେବେ, କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହୋଇଯିବେ।”