1
ଯିଖରିୟ 2:5
ପବିତ୍ର ବାଇବଲ
ସଦାପ୍ରଭୁ କୁହନ୍ତି, ‘ଆମ୍ଭେ ତା'ର ଚତୁର୍ଦ୍ଦିଗରେ ତା'ର ସୁରକ୍ଷା ପାଇଁ ଅଗ୍ନିର ପ୍ରାଚୀର ତୁଲ୍ୟ ହେବା। ଆମ୍ଭେ ତାକୁ ଆମ୍ଭର ମହିମାରେ ପୂର୍ଣ୍ଣ କରିବା।’” ସଦାପ୍ରଭୁ କୁହନ୍ତି
Compare
Explore ଯିଖରିୟ 2:5
2
ଯିଖରିୟ 2:10
ସଦାପ୍ରଭୁ କୁହନ୍ତି, “ହେ ସିୟୋନର କନ୍ୟା ଆନନ୍ଦରେ ଚିତ୍କାର କର ଏବଂ ଖୁସୀ ହୁଅ। କାରଣ ତୁମ୍ଭ ସହିତ ନଗରରେ ବାସ କରିବା ପାଇଁ ଆମ୍ଭେ ଆସୁଛୁ।
Explore ଯିଖରିୟ 2:10
Home
Bible
Plans
Videos