ପ୍ରେରିତ 11:26
ପ୍ରେରିତ 11:26 ODIAOV-BSI
ପୁଣି, ସେ ତାଙ୍କୁ ପାଇ ଆନ୍ତିୟଖିଆକୁ ଘେନିଆସିଲେ। ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ତଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ଆଖ୍ୟାତ ହେଲେ।