ପ୍ରେରିତ 13:2-3
ପ୍ରେରିତ 13:2-3 ODIAOV-BSI
ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ଵାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ କର। ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ।