ପ୍ରେରିତ 14:23
ପ୍ରେରିତ 14:23 ODIAOV-BSI
ଆଉ, ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ତଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ଵାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।