ପ୍ରେରିତ 2:46-47
ପ୍ରେରିତ 2:46-47 ODIAOV-BSI
ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୋଟୀ ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ଵରଙ୍କ ପ୍ରଶଂସା କରୁଥିଲେ ପ୍ରେରିତ. ୧:୧୪ ଲୂକ. ୨୪:୫୩ ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ। ପୁଣି, ପ୍ରଭୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ତଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ।