YouVersion Logo
Search Icon

ଆଦି ପୁସ୍ତକ 15:2

ଆଦି ପୁସ୍ତକ 15:2 ODIAOV-BSI

ତହିଁରେ ଅବ୍ରାମ ଉତ୍ତର କଲେ, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ମୋତେ କଅଣ ଦେବ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି ଦମ୍ମେସକୀୟ ଇଲୀୟେଜର ମୋʼ ଗୃହର ଧନାଧିକାରୀ ଅଟେ।