ଆଦି ପୁସ୍ତକ 18:23-24
ଆଦି ପୁସ୍ତକ 18:23-24 ODIAOV-BSI
ଅନନ୍ତର ଅବ୍ରହାମ ନିକଟକୁ ଯାଇ କହିଲେ, ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ? ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ?