ଆଦି ପୁସ୍ତକ 25:21
ଆଦି ପୁସ୍ତକ 25:21 ODIAOV-BSI
ଇସ୍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।