YouVersion Logo
Search Icon

ଆଦି ପୁସ୍ତକ 4:7

ଆଦି ପୁସ୍ତକ 4:7 ODIAOV-BSI

ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ଵମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ଵାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ଵ କରିବ।