YouVersion Logo
Search Icon

ଆଦି ପୁସ୍ତକ 6:13

ଆଦି ପୁସ୍ତକ 6:13 ODIAOV-BSI

ତହୁଁ ପରମେଶ୍ଵର ନୋହଙ୍କୁ କହିଲେ, ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ଵାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।