YouVersion Logo
Search Icon

ଲୂକ 17:15-16

ଲୂକ 17:15-16 ODIAOV-BSI

କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ଆପଣାକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚ ସ୍ଵରରେ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ କରୁ ବାହୁଡ଼ିଆସି, ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ।