ମାଥିଉ 11:4-5
ମାଥିଉ 11:4-5 ODIAOV-BSI
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଯାଇ, ଯାହା ଯାହା ଶୁଣୁଅଛ ଓ ଦେଖୁଅଛ, ସେହିସବୁ ଯୋହନଙ୍କୁ ଜଣାଅ; ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ