ମାଥିଉ 14:30-31
ମାଥିଉ 14:30-31 ODIAOV-BSI
ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ। ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାଙ୍କୁ ଧରି କହିଲେ, ହେ ଅଳ୍ପବିଶ୍ଵାସୀ, କାହିଁକି ସନ୍ଦେହ କଲ?