ମାଥିଉ 15:18-19
ମାଥିଉ 15:18-19 ODIAOV-BSI
କିନ୍ତୁ ମୁଖରୁ ଯାହାସବୁ ନିର୍ଗତ ହୁଏ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ। କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୌର୍ଯ୍ୟ, ମିଥ୍ୟାସାକ୍ଷ୍ୟ ଓ ନିନ୍ଦା ବାହାରେ