ମାଥିଉ 7:12
ମାଥିଉ 7:12 ODIAOV-BSI
ଅତଏବ, ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ବ୍ୟବସ୍ଥା ଓ ଭାବବାଦୀ-ମାନଙ୍କ ଧର୍ମଶାସ୍ତ୍ରର ସାର।