ମାଥିଉ 8:10
ମାଥିଉ 8:10 ODIAOV-BSI
ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ଵାସ ପାଇ ନାହିଁ।