ମାର୍କ 1:10-11
ମାର୍କ 1:10-11 ODIAOV-BSI
ଆଉ, ତତ୍କ୍ଷଣାତ୍ ସେ ଜଳରୁ ଉଠିଆସିବା ସମୟରେ ଆକାଶ ବିଦୀର୍ଣ୍ଣ ହେବା ଓ ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଅବତରଣ କରିବା ଦେଖିଲେ, ପୁଣି ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।