ମାର୍କ 10:51
ମାର୍କ 10:51 ODIAOV-BSI
ଯୀଶୁ ତାହାକୁ ଉତ୍ତର ଦେଲେ, ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ? ସେହି ଅନ୍ଧ ଲୋକଟି ତାହାଙ୍କୁ କହିଲା, ହେ ଗୁରୁ, ମୁଁ ଯେପରି ଦୃଷ୍ଟି ପାଏ।