ମାର୍କ 11:23
ମାର୍କ 11:23 ODIAOV-BSI
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେକେହି ଏହି ପର୍ବତକୁ ତୁ ଉଠି ସମୁଦ୍ରରେ ଯାଇ ପଡ଼୍ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ଵାସ କରିବ, ତାʼ ନିମନ୍ତେ ତାହା ଘଟିବ।