YouVersion Logo
Search Icon

ମାର୍କ 12:41-42

ମାର୍କ 12:41-42 ODIAOV-BSI

ପରେ ସେ ଭଣ୍ତାର ସମ୍ମୁଖରେ ବସି ଲୋକସମୂହ କିପରି ସେଥିରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ। ସେତେବେଳେ ଅନେକ ଧନୀ ଲୋକ ସେଥିରେ ବେଶୀ ପକାଇଲେ; ଆଉ, ଜଣେ ଦରିଦ୍ର ବିଧବା ଆସି ଏକ ପାହୁଲା ମୂଲ୍ୟର ଦୁଇ କ୍ଷୁଦ୍ର ମୁଦ୍ରା ସେଥିରେ ପକାଇଲା।