ମାର୍କ 12:43-44
ମାର୍କ 12:43-44 ODIAOV-BSI
ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ତାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛିନ୍ତ କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହିସବୁ ପକାଇଲା।