ମାର୍କ 13:35-37
ମାର୍କ 13:35-37 ODIAOV-BSI
ଅତଏବ, କାଳେ ଗୃହକର୍ତ୍ତା ଅକସ୍ମାତ୍ ଆସି ତୁମ୍ଭମାନଙ୍କୁ ନିଦ୍ରିତ ଦେଖନ୍ତି, ଏଥିନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ କି ଅଧରାତିରେ କି କୁକୁଡ଼ା ଡାକିବା ସମୟରେ କି ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ। ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ଜାଗ୍ରତ ଥାଅ।