YouVersion Logo
Search Icon

ମାର୍କ 13:8

ମାର୍କ 13:8 ODIAOV-BSI

କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହିସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।