YouVersion Logo
Search Icon

ମାର୍କ 16:6

ମାର୍କ 16:6 ODIAOV-BSI

ସେଥିରେ ସେ ସେମାନଙ୍କୁ କହିଲେ, ବିସ୍ମୟାନ୍ଵିତ ହୁଅ ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ଵେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ।

Video for ମାର୍କ 16:6