ମାର୍କ 2:10-11
ମାର୍କ 2:10-11 ODIAOV-BSI
କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟ-ପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତ ରୋଗୀକି କହିଲେ, ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ।